ପୋଲସରା,୨୫/୦୫(ପିପିଟି): ପୋଲସରା ବ୍ଲକ ମନ୍ଦାର ଗ୍ରାମର ବିଜୟ ନାୟକ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ସେହିଭଳି ପୋଲସରା ବ୍ଲକ ମାଳତୀବାଡି ଗ୍ରାମର ସୁନ୍ଦରୀ ସେଠୀ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।