ଓଡିଶା – ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ବ୍ରହ୍ମପୁର,୧୪/୦୮(ପିପିଟି); ବ୍ରହ୍ମପୁର ସର୍କିଟି ହାଉସ ଠାରେ ଓଡିଶା-ମୋ ପରିବାର ଜୀବନ ବିନ୍ଦୁ ଆନୁକୁଲ୍ୟରେ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶା – ମୋ ପରିବାରର ମୁଖ୍ୟ ଅରୁପ ପଟ୍ଟନାୟକ, ରାଜ୍ୟ ସାଙ୍ଗଠନିକ ସାଧାରଣ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ,ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟକ ଅତୁନ ସବ୍ୟସାଚୀ ନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ,ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଏବଂ ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ଯାୟୁ ପଟ୍ଟନାୟକ ପ୍ରମୁଖ ଯୋଗଦେଇଛନ୍ତି।

Comments (0)
Add Comment