କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୦ ।

ଫୁଲବାଣୀ,୧୪/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩୭,୯୦୧, ଚିକିତ୍ସିତ ସଂଖ୍ୟା ୧୬,୩୫୨, ମୃତ ସଂଖ୍ୟା ୩୨୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୨୦୧, ସୁସ୍ଥ ସଂଖ୍ୟା ୭୬୯,ଚିକିତ୍ସିତ ସଂଖ୍ୟା ୪୨୬ ଏବଂ ମୃତ ସଂଖ୍ୟା ୦୬ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧,୯୭୭ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୦ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Comments (0)
Add Comment