ଗଞ୍ଜାମ ଜିଲ୍ଲାପାଳ ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ।

ଜଗନ୍ନାଥ ପ୍ରସାଦ, ୧୦/୦୬,  ବୁଧବାର ଦିନ ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ ଅମୃତ କୁଲାଙ୍ଗେ ଭଞ୍ଜନଗର, ବେଲଗୁଣ୍ଠା ଜଗନ୍ନାଥ ପ୍ରସାଦ ବ୍ଲକ ପରିଦର୍ଶନରେ ଆସି ବିଭିନ୍ନ ସଂଗରୋଧ କେନ୍ଦ୍ର ବୁଲି ଦେଖିବା ସହିତ  କରୋନା ମୁକାବିଲା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଞ୍ଚାୟତରେ ନିୟା ଯାଇଥିବା ପଦେକ୍ଷପକୁ ସୁଚାରୁପେ ଯାଞ୍ଚ କରିଥିଲେ ଏବଂ ଆଶା, ଅଙ୍ଗନବାଡି, ସ୍ୱାସ୍ଥ୍ୟ କର୍ମୀ, ଗ୍ରାମବାସୀ  ତଥା ସଂଗରୋଧ କେନ୍ଦ୍ରରେ ଥିବା ପ୍ରବାସୀ ଓଡ଼ିଆ ମାନଙ୍କ ସହିତ ଆଲୋଚନା କରି କରୋନା ରୂପକ ମହାମାରୀକୁ ମୁକାବିଲା କରିବା ପାଇଁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ ।
ରିପୋର୍ଟ୍-  ବିକାଶ କୁମାର ମହାପାତ୍ର ।

Comments (0)
Add Comment