ବିଧାୟକଙ୍କ ଦ୍ବାରା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ।

ବୁଗୁଡା,୧୩/୧୨(ପିପିଟି): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ ବୁଗୁଡା ବ୍ଲକ ଅରଖପୁର, ଅନ୍ତରପଡା, ଖୋଳଖାଳୀ ଓ ବୁଗୁଡା ଏନ.ଏ.ସି ଠାରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବା ସହ ବିଜୁ ହେଲଥ ସ୍ମାର୍ଟ କାର୍ଡ ହିତାଧିକାରୀଙ୍କୁ ବଣ୍ଟନ କରିଛନ୍ତି।

Comments (0)
Add Comment