ଜଗତସିଂହପୁର,୨୫/୦୮(ପିପିଟି);ଓଡିଶା ରାଜ୍ୟ ମହିଳା କମିଶନ ଓ ଜଗତସିଂହପୁର ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଦିକବି ସାରଳା ଦାସ ସଂସ୍କୃତି ଭବନରେ ଆୟୋଜିତ ଆଇନ୍ ସଚେତନତା ଶିବିରରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତୀ ବେହେରା, ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ରାଜ୍ୟ ମହିଳା କମିଶନର ସଦସ୍ୟା ବୃନ୍ଦ ପ୍ରମୁଖ ଯୋଗ ଦେଇଥିଲେ ।
(ରିପୋର୍ଟ – ସୁକାନ୍ତ କୁମାର ମହାନ୍ତି । )