ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୦୬,୫୬୧,ସୁସ୍ଥ ସଂଖ୍ୟା ୭୭,୨୮୬ ଓ ମୃତ ସଂଖ୍ୟା ୫୦୩ ।

ଭୁବନେଶ୍ଵର,ତା-୦୧/୦୯(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୮,୦୬୯ ମଧ୍ୟରୁ ୧୬,୩୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୭,୪୨୮ ମଧ୍ୟରୁ ୧୦,୫୬୧ ଜଣ ସୁସ୍ଥ ,୬୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୩,୦୨୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୬,୫୬୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୮,୩୯,୮୫୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୦୬,୫୬୧ ଚିହ୍ନଟ ହୋଇଛନ୍ତି ୭୭,୨୮୬ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୭୧୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୦୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୦୨୫ ଜଣଙ୍କ ମଧ୍ୟରୁ ୧,୮୪୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୧୮୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment