କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୨୨ ।

କଟକ,ତା-୦୯/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୬,୯୭୦, ଚିକିତ୍ସିତ ସଂଖ୍ୟା ୩,୪୮୭, ମୃତ ସଂଖ୍ୟା ୧,୭୮୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୨୭୨, ସୁସ୍ଥ ସଂଖ୍ୟା ୨୭,୮୫୮,ଚିକିତ୍ସିତ ସଂଖ୍ୟା ୨୭୩, ମୃତ ସଂଖ୍ୟା ୧୩୭ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୮୬ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୨ ବୋଲି ଜଣାପଡିଛି ।

Comments (0)
Add Comment