କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୨୦।

କଟକ,ତା-୧୫/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୩୮୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୯,୪୫୮, ଚିକିତ୍ସିତ ସଂଖ୍ୟା ୩,୦୬୩, ମୃତ ସଂଖ୍ୟା ୧,୮୧୫ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୦ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୪୦୩, ସୁସ୍ଥ ସଂଖ୍ୟା ୨୮,୦୨୨,ଚିକିତ୍ସିତ ସଂଖ୍ୟା ୨୪୦, ମୃତ ସଂଖ୍ୟା ୧୩୭ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୦୦ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୦ ବୋଲି ଜଣାପଡିଛି ।

Comments (0)
Add Comment