କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୯ ।

କଟକ,ତା-୧୯/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୮୬୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୦,୯୪୭, ଚିକିତ୍ସିତ ସଂଖ୍ୟା ୩,୦୨୯, ମୃତ ସଂଖ୍ୟା ୧,୮୩୨ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୯ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୫୦୨, ସୁସ୍ଥ ସଂଖ୍ୟା ୨୮,୧୧୬,ଚିକିତ୍ସିତ ସଂଖ୍ୟା ୨୪୪, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୫୬ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୯ ବୋଲି ଜଣାପଡିଛି ।

Comments (0)
Add Comment