କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୨ ।

କଟକ,ତା-୨୮/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୭୩୮ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୪,୦୬୮, ଚିକିତ୍ସିତ ସଂଖ୍ୟା ୨,୭୫୩, ମୃତ ସଂଖ୍ୟା ୧,୮୬୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୬୮୩, ସୁସ୍ଥ ସଂଖ୍ୟା ୨୮,୩୩୦,ଚିକିତ୍ସିତ ସଂଖ୍ୟା ୨୧୧, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୩୪ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୨ ବୋଲି ଜଣାପଡିଛି ।

Comments (0)
Add Comment