କଟକ,ତା-୩୦/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୩୦୬ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୪,୭୭୫, ଚିକିତ୍ସିତ ସଂଖ୍ୟା ୨,୬୦୭, ମୃତ ସଂଖ୍ୟା ୧,୮୭୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୩ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୭୧୩, ସୁସ୍ଥ ସଂଖ୍ୟା ୨୮,୩୭୩,ଚିକିତ୍ସିତ ସଂଖ୍ୟା ୧୯୮, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୦୬ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୩ ବୋଲି ଜଣାପଡିଛି ।