କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୪ ।

କଟକ,ତା-୦୨/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୫,୭୩୩, ଚିକିତ୍ସିତ ସଂଖ୍ୟା ୨,୪୫୧, ମୃତ ସଂଖ୍ୟା ୧,୮୮୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୪ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୭୭୩, ସୁସ୍ଥ ସଂଖ୍ୟା ୨୮,୪୨୦,ଚିକିତ୍ସିତ ସଂଖ୍ୟା ୨୦୯, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୫୧ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୪ ବୋଲି ଜଣାପଡିଛି ।

Comments (0)
Add Comment