କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୩୨ ।

କଟକ ,ତା-୨୫/୧୦(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୬୨,୦୩୧, ଚିକିତ୍ସିତ ସଂଖ୍ୟା ୧୭,୮୮୬, ମୃତ ସଂଖ୍ୟା ୧,୨୪୫ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୩୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୫,୨୩୬, ସୁସ୍ଥ ସଂଖ୍ୟା ୨୩,୭୧୫,ଚିକିତ୍ସିତ ସଂଖ୍ୟା ୧,୪୧୨, ମୃତ ସଂଖ୍ୟା ୧୦୫ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧,୬୩୩ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୩୨ ବୋଲି ଜଣାପଡିଛି ।

Comments (0)
Add Comment