କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୬୪ ।

କଟକ,ତା-୨୬/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୬,୬୪୫ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୦୮,୧୦୨, ଚିକିତ୍ସିତ ସଂଖ୍ୟା ୬,୭୮୬, ମୃତ ସଂଖ୍ୟା ୧,୭୦୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୪ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୭,୮୭୮, ସୁସ୍ଥ ସଂଖ୍ୟା ୨୭,୨୨୨,ଚିକିତ୍ସିତ ସଂଖ୍ୟା ୫୧୮, ମୃତ ସଂଖ୍ୟା ୧୩୪ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୬୪୪ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୪ ବୋଲି ଜଣାପଡିଛି ।

Comments (0)
Add Comment