କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୨୪ ।

କଟକ,ତା-୦୧/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୧୦୩ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୨,୦୬୫, ଚିକିତ୍ସିତ ସଂଖ୍ୟା ୫,୨୪୧, ମୃତ ସଂଖ୍ୟା ୧,୭୪୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୪ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୦୬୨, ସୁସ୍ଥ ସଂଖ୍ୟା ୨୭,୫୦୬,ଚିକିତ୍ସିତ ସଂଖ୍ୟା ୪୧୮, ମୃତ ସଂଖ୍ୟା ୧୩୪ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୭୮ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୪ ବୋଲି ଜଣାପଡିଛି ।

Comments (0)
Add Comment