କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୩୫ ।

କଟକ,ତା-୦୨/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୫୮୩ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୨,୭୩୪, ଚିକିତ୍ସିତ ସଂଖ୍ୟା ୫,୦୪୬, ମୃତ ସଂଖ୍ୟା ୧,୭୫୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୩୫ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୦୯୭, ସୁସ୍ଥ ସଂଖ୍ୟା ୨୭,୫୪୬,ଚିକିତ୍ସିତ ସଂଖ୍ୟା ୪୧୩, ମୃତ ସଂଖ୍ୟା ୧୩୪ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪୮୦ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୫ ବୋଲି ଜଣାପଡିଛି ।

Comments (0)
Add Comment