ଫୁଲବାଣୀ ,ତା-୨୧/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ଯା ୧,୮୪,୧୨୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୪୫,୬୭୫, ଚିକିତ୍ସିତ ସଂଖ୍ୟା ୩୭,୬୮୪, ମୃତ ସଂଖ୍ୟା ୭୧୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୫୩ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩,୭୧୬, ସୁସ୍ଥ ସଂଖ୍ୟା ୨,୮୬୭,ଚିକିତ୍ସିତ ସଂଖ୍ୟା ୮୩୦ ଏବଂ ମୃତ ସଂଖ୍ୟା ୧୯ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୪୨ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୫୩ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ