କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରାମିତ ସଂଖ୍ୟା ୧୪୩ ।

ଫୁଲବାଣୀ ,ତା-୨୪/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ଯା ୧,୯୬,୮୮୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୫୭,୨୬୫, ଚିକିତ୍ସିତ ସଂଖ୍ୟା ୩୮,୮୧୮, ମୃତ ସଂଖ୍ୟା ୭୫୨ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୪୩ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩,୯୮୮, ସୁସ୍ଥ ସଂଖ୍ୟା ୩,୧୩୪,ଚିକିତ୍ସିତ ସଂଖ୍ୟା ୮୩୪ ଏବଂ ମୃତ ସଂଖ୍ୟା ୨୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୩୪୦ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୪୩ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ

Comments (0)
Add Comment