କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରାମିତ ସଂଖ୍ୟା ୧୦୨ ।

ଫୁଲବାଣୀ ,ତା-୨୪/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ଯା ୨,୦୧,୦୯୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୬୧,୦୪୪, ଚିକିତ୍ସିତ ସଂଖ୍ୟା ୩୯,୨୩୨, ମୃତ ସଂଖ୍ୟା ୭୬୭ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୦୨ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୪,୦୯୦, ସୁସ୍ଥ ସଂଖ୍ୟା ୩,୨୬୯,ଚିକିତ୍ସିତ ସଂଖ୍ୟା ୮୦୦ ଏବଂ ମୃତ ସଂଖ୍ୟା ୨୨ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୦୮ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୦୨ ବୋଲି ଜଣାପଡିଛି । (ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।)

Comments (0)
Add Comment