କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରାମିତ ସଂଖ୍ୟା ୬୨ ।

ଫୁଲବାଣୀ ,ତା-୨୮/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ଯା ୨,୧୨,୬୦୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୭୩,୫୭୧, ଚିକିତ୍ସିତ ସଂଖ୍ୟା ୩୮,୧୭୨, ମୃତ ସଂଖ୍ୟା ୮୧୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୨ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୪,୩୦୫, ସୁସ୍ଥ ସଂଖ୍ୟା ୩,୬୨୧,ଚିକିତ୍ସିତ ସଂଖ୍ୟା ୬୬୨ ଏବଂ ମୃତ ସଂଖ୍ୟା ୨୨ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୨୩୫ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୨ ବୋଲି ଜଣାପଡିଛି । (ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।)

Comments (0)
Add Comment