କରସିଙ୍ଗି ଠାରେ “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଅନୁଷ୍ଠିତ।

ବୁଗୁଡା,୦୧/୦୨(ପିପିଟୁ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କରସିଙ୍ଗି ଗ୍ରାମ ଠାରେ ” ଆମ ଓଡ଼ିଶା ନବୀନ ଓଡ଼ିଶା ” ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ସଚେତନତା ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଜନ ପ୍ରତିନିଧି ଓ ଜନସାଧାରଣ ଉପସ୍ଥିତ ଥିଲେ।

Comments (0)
Add Comment