ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ।

ପୋଲସରା,୨୫/୧୨(ପିପିଟି): ପୋଲସରା ଏନ.ଏ.ସି କଲ୍ୟାଣ ମଣ୍ଡପ ଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀ ପରିବାରଙ୍କୁ ୧୦୦୦ ଟଙ୍କା ଲେଖାଏଁ ସହାୟତା ରାଶି ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଶୁଭାରମ୍ଭ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ନଗରପାଳ ପ୍ରଫୁଲ୍ଲ ପ୍ରଧାନ, ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାସଙ୍କ ସମେତ ଅନ୍ଯ ମାନେ ଉପସ୍ଥିତ ଥିଲେ।

Comments (0)
Add Comment