ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୭ ।

ଭୁବନେଶ୍ବର,ତା-୦୫/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୬୯୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୬,୫୦୭, ଚିକିତ୍ସିତ ସଂଖ୍ୟା ୨,୨୪୩ ମୃତ ସଂଖ୍ୟା ୧,୮୮୭ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୭ ସହ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୫୨,୭୮୩, ସୁସ୍ଥ ସଂଖ୍ୟା ୫୨,୩୨୨,ଚିକିତ୍ସିତ ସଂଖ୍ୟା ୧୨୫ ଏବଂ ମୃତ ସଂଖ୍ୟା ୩୨୬ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧୯୮ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୭ ବୋଲି ଜଣାପଡିଛି ।

Comments (0)
Add Comment