ବ୍ରହ୍ମପୁର,ତା-୧୬/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୯,୪୦୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୯୭,୮୬୨, ଚିକିତ୍ସିତ ସଂଖ୍ୟା ୯,୯୫୦, ମୃତ ସଂଖ୍ୟା ୧,୫୪୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୭ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୪୮୫, ସୁସ୍ଥ ସଂଖ୍ୟା ୨୧,୧୫୪, ଚିକିତ୍ସିତ ସଂଖ୍ୟା ୯୧ ଏବଂ ମୃତ ସଂଖ୍ୟା ୨୩୨ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୭୪୯ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୭ ବୋଲି ଜଣାପଡିଛି ।