ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୭ ।

ବ୍ରହ୍ମପୁର,ତା-୩୦/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୭୨୫ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୧,୨୫୬, ଚିକିତ୍ସିତ ସଂଖ୍ୟା ୫,୬୭୭ ମୃତ ସଂଖ୍ୟା ୧,୭୩୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୭ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୬୪୪, ସୁସ୍ଥ ସଂଖ୍ୟା ୨୧,୩୪୧, ଚିକିତ୍ସିତ ସଂଖ୍ୟା ୫୫ ଏବଂ ମୃତ ସଂଖ୍ୟା ୨୪୦ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪୧୮ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୭ ବୋଲି ଜଣାପଡିଛି ।

Comments (0)
Add Comment