ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୬ ।

ବ୍ରହ୍ମପୁର,ତା-୦୪/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୪,୦୨୩, ଚିକିତ୍ସିତ ସଂଖ୍ୟା ୪,୫୫୮ ମୃତ ସଂଖ୍ୟା ୧,୭୬୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୬ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୬୭୩, ସୁସ୍ଥ ସଂଖ୍ୟା ୨୧,୩୮୧, ଚିକିତ୍ସିତ ସଂଖ୍ୟା ୩୬ ଏବଂ ମୃତ ସଂଖ୍ୟା ୨୪୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୭୭ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୬ ବୋଲି ଜଣାପଡିଛି ।

Comments (0)
Add Comment