ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୬ ।

ବ୍ରହ୍ମପୁର,ତା-୦୭/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୫,୮୪୦, ଚିକିତ୍ସିତ ସଂଖ୍ୟା ୩,୮୯୩ ମୃତ ସଂଖ୍ୟା ୧,୭୭୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୬ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୬୮୬, ସୁସ୍ଥ ସଂଖ୍ୟା ୨୧,୩୯୬, ଚିକିତ୍ସିତ ସଂଖ୍ୟା ୩୭ ଏବଂ ମୃତ ସଂଖ୍ୟା ୨୪୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୬୮ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୬ ବୋଲି ଜଣାପଡିଛି ।

Comments (0)
Add Comment