ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୭।

ବ୍ରହ୍ମପୁର,ତା-୧୬/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୭୯୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୯,୮୫୦, ଚିକିତ୍ସିତ ସଂଖ୍ୟା ୩,୦୭୩ ମୃତ ସଂଖ୍ୟା ୧,୮୨୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୭ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୭୪୮, ସୁସ୍ଥ ସଂଖ୍ୟା ୨୧,୪୫୫, ଚିକିତ୍ସିତ ସଂଖ୍ୟା ୩୯ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪୦୭ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୭ ବୋଲି ଜଣାପଡିଛି ।

Comments (0)
Add Comment