ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୪।

ବ୍ରହ୍ମପୁର,ତା-୨୯/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୦୦୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୪,୩୯୨, ଚିକିତ୍ସିତ ସଂଖ୍ୟା ୨,୬୮୮, ମୃତ ସଂଖ୍ୟା ୧,୮୬୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୪ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୮୦୪, ସୁସ୍ଥ ସଂଖ୍ୟା ୨୧,୫୨୬, ଚିକିତ୍ସିତ ସଂଖ୍ୟା ୨୪ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୬୩ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୪ ବୋଲି ଜଣାପଡିଛି ।

Comments (0)
Add Comment