ବ୍ରହ୍ମପୁର,ତା-୦୨/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୫,୭୩୪, ଚିକିତ୍ସିତ ସଂଖ୍ୟା ୨,୪୫୧, ମୃତ ସଂଖ୍ୟା ୧,୮୮୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୩ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୮୧୧, ସୁସ୍ଥ ସଂଖ୍ୟା ୨୧,୫୩୯, ଚିକିତ୍ସିତ ସଂଖ୍ୟା ୧୮ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୫୧ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୩ ବୋଲି ଜଣାପଡିଛି ।