ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୪ ।

ବ୍ରହ୍ମପୁର,ତା-୦୭/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୧୫୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୭,୦୦୮, ଚିକିତ୍ସିତ ସଂଖ୍ୟା ୨,୨୦୨, ମୃତ ସଂଖ୍ୟା ୧,୮୮୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୪ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୮୨୮, ସୁସ୍ଥ ସଂଖ୍ୟା ୨୧,୫୫୪, ଚିକିତ୍ସିତ ସଂଖ୍ୟା ୧୯ ଏବଂ ମୃତ ସଂଖ୍ୟା ୨୪୭ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୩୦ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୪ ବୋଲି ଜଣାପଡିଛି ।

Comments (0)
Add Comment