ବ୍ରହ୍ମପୁର ,ତା-୧୬/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୨୫,୭୩୮, ଚିକିତ୍ସିତ ସଂଖ୍ୟା ୩୬,୪୭୩, ମୃତ ସଂଖ୍ୟା ୬୫୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୮ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୯,୩୬୯, ସୁସ୍ଥ ସଂଖ୍ୟା ୧୮,୭୮୩,ଚିକିତ୍ସିତ ସଂଖ୍ୟା ୩୬୩ ଏବଂ ମୃତ ସଂଖ୍ୟା ୨୧୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୭୦ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୮ ବୋଲି ଜଣାପଡିଛି ।