ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୮ ।

ବ୍ରହ୍ମପୁର,ତା-୦୮/୧୦(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୧୩,୬୭୨, ଚିକିତ୍ସିତ ସଂଖ୍ୟା ୨୯,୪୪୩, ମୃତ ସଂଖ୍ୟା ୯୭୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୩୮ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୦,୫୦୫, ସୁସ୍ଥ ସଂଖ୍ୟା ୨୦,୦୩୭,ଚିକିତ୍ସିତ ସଂଖ୍ୟା ୨୩୯ ଏବଂ ମୃତ ସଂଖ୍ୟା ୨୨୧ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୧୪୪ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୮ ବୋଲି ଜଣାପଡିଛି ।

Comments (0)
Add Comment