ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୩୬ ।

ବ୍ରହ୍ମପୁର,ତା-୧୫/୧୦(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୦୧୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୩୫,୭୬୩, ଚିକିତ୍ସିତ ସଂଖ୍ୟା ୨୫,୧୦୬, ମୃତ ସଂଖ୍ୟା ୧,୦୮୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୩୬ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୦,୭୬୧, ସୁସ୍ଥ ସଂଖ୍ୟା ୨୦,୩୦୯,ଚିକିତ୍ସିତ ସଂଖ୍ୟା ୨୧୯ ଏବଂ ମୃତ ସଂଖ୍ୟା ୨୨୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୪୭୦ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୬ ବୋଲି ଜଣାପଡିଛି ।

Comments (0)
Add Comment