ବ୍ରହ୍ମପୁର,ତା-୧୬/୧୦(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୩୮,୫୩୫, ଚିକିତ୍ସିତ ସଂଖ୍ୟା ୨୪,୪୫୭, ମୃତ ସଂଖ୍ୟା ୧,୧୦୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୮ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୦,୭୭୯, ସୁସ୍ଥ ସଂଖ୍ୟା ୨୦,୩୪୦,ଚିକିତ୍ସିତ ସଂଖ୍ୟା ୨୦୬ ଏବଂ ମୃତ ସଂଖ୍ୟା ୨୨୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୧୩୮ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୮ ବୋଲି ଜଣାପଡିଛି ।