ଗ୍ଯାସ ଓ ତୈଳ ଦର ବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ବ୍ଲକ ସମ୍ମୁଖରେ ଧାରଣା।

ପୋଲସରା,୦୧/୧୧(ପିପିଟି):ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ପୋଲସରା ବିଜୁ ମହିଳା ଜନତା ଦଳ ତରଫରୁ ବିଜେପି କେନ୍ଦ୍ର ସରକାରଙ୍କ ଅହେତୁକ ଗ୍ୟାସ ଓ ତୈଳ ଦର ବୃଦ୍ଧି ବିରୁଦ୍ଧରେ ପ୍ରତିବାଦ କରି ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଓ ବିଜୁ ମହିଳା ଜନତା ଦଳ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

Comments (0)
Add Comment