ଧର୍ମଶାଳା ତଥା ରାଜ୍ୟ ବାସୀଙ୍କୁ ଦୀପାବଳିର ଅଭିନନ୍ଦନ ଜଣାଇଲେ ପୁର୍ବତନ ବିଧାୟକ ପ୍ରଣବ ।

ଯାଜପୁର,୩୧/୧୦(ପିପିଟି): ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ପୂର୍ବତନ ବିଧାୟକ ପ୍ରଣବ କୁମାର ବଲବନ୍ତରାୟ ଓଡ଼ିଶାର ତଥା ଧର୍ମଶାଳା ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ଯେ,ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ।ଦେବୀ ଲକ୍ଷ୍ମୀ ଓ ଭଗବାନ ଗଣେଶଙ୍କ କୃପାରୁ ଆପଣଙ୍କ ଜୀବନରେ ସୁଖ ସମୃଦ୍ଧିରେ ଭରି ଉଠୁ ମୋ ଏତିକି କାମନା ।

Comments (0)
Add Comment