ପୋଲସରା,୧୦/୦୯(ପିପିଟି); ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନଅ ଗୋଟି ପଞ୍ଚାୟତ ର ଏକାଧିକ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଛନ୍ତି।ପୋଲସରା ବିଡିଓ ଶମ୍ଭୁ ନାଥ ନନ୍ଦି ,ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା, ସରକାରୀ କର୍ମଚାରୀ ଓ ବହୁ ମାନ୍ୟଗଣ୍ୟ ଉପସ୍ଥିତ ଥିଲେ। ରିପୋର୍ଟ – ଟି.ଶରତ କୁମାର ସୁବୁଦ୍ଧି ।