ପୋଲସରା ବିଧାୟକଙ୍କ ଦ୍ବାରା ଭତ୍ତା ବଣ୍ଟନ।

ପୋଲସରା,୧୪/୧୨(ପିପିଟି):ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ୧୦୫ ଜଣ ବୃଦ୍ଧ ବୃଦ୍ଧା,ଭିନ୍ନକ୍ଷମ ଓ ବିଧବା ମାନଙ୍କୁ ଭତ୍ତା ବଣ୍ଟନ କରିଛନ୍ତି।ପୋଲସରା ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ,ବିଡିଓ,ଏବିଡିଓ ଉପସ୍ଥିତ ଥିଲେ।

Comments (0)
Add Comment