ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ।

ପୋଲସରା,୧୭/୦୪(ପିପିଟି): ପୋଲସରା ଏନ୍.ଏ.ସି ବସଷ୍ଟାଣ୍ଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ଦିବସ ପାଳିତ ହୋଇଯାଇଅଛି ବିଜୁ ଜନତା ଦଳର ଜନପ୍ରତିନିଧି ଓ କର୍ମୀ ମାନେ ଉପସ୍ଥିତ ଥିଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେବା ସହ ପୋଲସରା ମେଡିକାଲ୍ କୁ ଯାଇ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଥିଲେ।

Comments (0)
Add Comment