ପୋଲସରା,୦୫/୦୩(ପିପିଟି):ପୋଲସରା ଏନ୍.ଏ.ସି ବସଷ୍ଟାଣ୍ଡ ଠାରେ ଓଡ଼ିଶାର ଭୂମିପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଦିବସ ଉପଲକ୍ଷେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଉପରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପୋଲସରା ମେଡ଼ିକାଲକୁ ଯାଇ ରୋଗୀ ମାନଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ କରିଛନ୍ତି । ପୋଲସରା ବିଜୁ ଜନତା ଦଳର ଜନ ପ୍ରତିନିଧି ଓ କର୍ମୀମାନେ ଉପସ୍ଥିତ ଥିଲେ।