ବିଧାୟକ ଶ୍ରୀକାନ୍ତ ସାହୁ ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସରକାରୀ କର୍ମଚାରୀ ମାନଙ୍କ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକମାନଙ୍କ ଅଭିଯୋଗ ଶୁଣିଛନ୍ତି।

Comments (0)
Add Comment