ବୁଗୁଡା,୧୯/୦୬(ପିପିଟି); ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ୱାର୍ଡ ନଂ-୧୩ କାଦପଡ଼ା ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଵୃକ୍ଷରୋପଣ କରିଛନ୍ତି। ବୁଗୁଡା ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ।