ବେଲପଡା ଗ୍ରାମକୁ ଯାଇ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

ବୁଗୁଡା,୧୨/୧୦(ପିପିଟି):ବୁଗୁଡ଼ା ବ୍ଲକ୍ ବେଲପଡ଼ା ଗ୍ରାମର ବିଜୟ ନାୟକ (ବୟସ – ୩୨) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୋଲସରା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Comments (0)
Add Comment