ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୧ ।

ମାଲକାନଗିରି,ତା-୨୫/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୬୧,୦୪୪, ଚିକିତ୍ସିତ ସଂଖ୍ୟା ୩୯,୨୩୨, ମୃତ ସଂଖ୍ୟା ୭୬୭ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୧ ସହ ମାଲକାନଗିରି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩,୩୯୪, ସୁସ୍ଥ ସଂଖ୍ୟା ୨,୮୭୭,ଚିକିତ୍ସିତ ସଂଖ୍ୟା ୫୦୩ ଏବଂ ମୃତ ସଂଖ୍ୟା ୧୧ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୦୮ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୧ ବୋଲି ଜଣାପଡିଛି । (ରିପୋର୍ଟ – ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ।)

Comments (0)
Add Comment