ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪ ।

ମାଲକାନଗିରି,ତା-୨୩/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୫୩,୨୧୩, ଚିକିତ୍ସିତ ସଂଖ୍ୟା ୩୮,୫୪୬, ମୃତ ସଂଖ୍ୟା ୭୩୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୪୪ ସହ ମାଲକାନଗିରି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩,୨୯୯, ସୁସ୍ଥ ସଂଖ୍ୟା ୨,୭୯୫,ଚିକିତ୍ସିତ ସଂଖ୍ୟା ୪୯୦ ଏବଂ ମୃତ ସଂଖ୍ୟା ୧୧ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୩୭ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪ ବୋଲି ଜଣାପଡିଛି । (ରିପୋର୍ଟ – ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ।)

Comments (0)
Add Comment