ବୁଗୁଡା,୧୧/୧୦(ପିପିଟି):ବୁଗୁଡ଼ା ବ୍ଲକ୍ ଗୋଲିଆ ଗ୍ରାମର ରମେଶ ଜେନା ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୋଲସରା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।