ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

ବୁଗୁଡା,୨୦/୦୧(ପିପିଟି):ବୁଗୁଡ଼ା ବ୍ଲକ୍ ଆଦିପୁର ଗ୍ରାମର ଜଟେଶ୍ୱର ବିଷୋୟୀ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Comments (0)
Add Comment