ବୁଗୁଡା,୦୨/୦୨(ପିପିଟି):ବୁଗୁଡ଼ା ବ୍ଲକ ଖୋଳଖାଳି ଗ୍ରାମ ର ସୁଧିର ସାମଲ (ବୟସ – ୨୭) ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।